ଯିଖରୀୟ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ଵାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଉତ୍ତାରେ ଦେଶ ଧ୍ଵଂସସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ରମ୍ୟ ଦେଶକୁ ଧ୍ଵଂସସ୍ଥାନ କଲେ। Viz kapitolaଓଡିଆ ବାଇବେଲ14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।” Viz kapitolaପବିତ୍ର ବାଇବଲ14 ସେଥିପାଇଁ ସେମାନଙ୍କୁ ସମଗ୍ର ଦେଶମାନଙ୍କରେ ଛିନ୍ନଭିନ୍ନ କଲି, ଯେଉଁଠାକୁ ସେମାନେ କେବେ ଯାଇ ନାହାନ୍ତି। ସେହି ଦେଶ ବିନା କାର୍ଯ୍ୟକଳାପରେ ଏକ ଉଚ୍ଛିନ୍ନ ଦେଶରେ ପରିଣତ ହେଲା। ସେମାନେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶରେ ପରିଣତ କଲେ।” Viz kapitola |