ଯିଖରୀୟ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Viz kapitolaଓଡିଆ ବାଇବେଲ22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Viz kapitolaପବିତ୍ର ବାଇବଲ22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ। Viz kapitola |