ଯିଖରୀୟ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ପର୍ବତଜ ରୂପେ ବିଖ୍ୟାତ ହେବ। Viz kapitolaଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।” Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।” Viz kapitola |