ଯିଖରୀୟ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହଦ୍ରକ୍ ଦେଶ ଉପରେ ସଦାପ୍ରଭୁଙ୍କର ଭାରୋକ୍ତି ଓ ଦାମାସ୍କସ୍ ତହିଁର ବିଶ୍ରାମ-ସ୍ଥାନ ହେବ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଚକ୍ଷୁ ସଦାପ୍ରଭୁଙ୍କ ଆଡ଼େ ଅଛି; Viz kapitolaଓଡିଆ ବାଇବେଲ1 ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି। Viz kapitolaପବିତ୍ର ବାଇବଲ1 ଏକ ସ୍ୱର୍ଗୀୟବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷୟରେ। ସମସ୍ତ ଲୋକ ପରମେଶ୍ୱରଙ୍କୁ ଅନାଉଅଛନ୍ତି, “ଯେପରି ଇସ୍ରାଏଲ ଗୋଟିଏ ପରିବାରବର୍ଗ। Viz kapitola |