ଯିଖରୀୟ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitolaଓଡିଆ ବାଇବେଲ12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। Viz kapitolaପବିତ୍ର ବାଇବଲ12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘୋଷଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା। Viz kapitola |