Online Bible

- Reklamy -




ଯିଖରୀୟ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ଵରୂପ ଯିହୁଦାରେ ଗୁଣ ଦେଇଅଛୁ ଓ ତୀରସ୍ଵରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍‍ଗ ସ୍ଵରୂପ କରିବା।

Viz kapitola kopírovat

ଓଡିଆ ବାଇବେଲ

13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।

Viz kapitola kopírovat

ପବିତ୍ର ବାଇବଲ

13 ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ୟବହାର କରିବା। ଇଫ୍ରୟିମକୁ ଆମ୍ଭର ଶର ରୂପେ ବ୍ୟବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ୍, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧରେ ଉତ୍ତେଜିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦେବା।

Viz kapitola kopírovat




ଯିଖରୀୟ 9:13

Následuj nás:

Reklamy


Reklamy