ଯିଖରୀୟ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ଆପଣା ଲୋକମାନଙ୍କୁ ପଲ ସ୍ଵରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ଵରୂପ ତାହାଙ୍କ ଦେଶର ଊର୍ଦ୍ଧ୍ଵରେ ଉତ୍ଥାପିତ ହେବେ। Viz kapitolaଓଡିଆ ବାଇବେଲ16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍ଥାପିତ ହେବେ। Viz kapitolaପବିତ୍ର ବାଇବଲ16 ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ, ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ। ସେମାନେ ତାଙ୍କ ଦେଶରେ ମୁକୁଟର ରତ୍ନ ସ୍ୱରୂପ ଝକ୍ମକ୍ କରିବେ। Viz kapitola |