ସିଫନୀୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆମୋନଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶିଙ୍କ ପୁତ୍ର ସିଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ1 ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ1 ଏହି ବାର୍ତ୍ତା ସଦାପ୍ରଭୁ ସିଫନିୟଙ୍କୁ ପ୍ରଦାନ କରିଥିଲେ। ଯିହୁଦାର ରାଜା ଆମୋନଙ୍କ ପୁତ୍ର ଯୋଶିୟଙ୍କ ସମୟରେ ସେ ଏହି ବାର୍ତ୍ତା ଗ୍ରହଣ କଲେ। ସିଫନିୟ କୂଶିଙ୍କ ପୁତ୍ର, କୂଶି ଗଦଲିୟଙ୍କ ପୁତ୍ର, ଗଦଲିୟ ଅମରିୟଙ୍କ ପୁତ୍ର ଓ ଅମରିୟ ହିଜକିୟଙ୍କ ପୁତ୍ର ଥିଲେ। Viz kapitola |