ସିଫନୀୟ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି। Viz kapitolaଓଡିଆ ବାଇବେଲ7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି। Viz kapitolaପବିତ୍ର ବାଇବଲ7 ତୁମ୍ଭେ ସଦାପ୍ରଭୁ ମୋର ପ୍ରଭୁଙ୍କ ସମ୍ମୁଖରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ସଦାପ୍ରଭୁଙ୍କ ବିଶେଷଦିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି। Viz kapitola |