Online Bible

- Reklamy -




ସିଫନୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।

Viz kapitola kopírovat

ଓଡିଆ ବାଇବେଲ

11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।

Viz kapitola kopírovat

ପବିତ୍ର ବାଇବଲ

11 ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା'ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।

Viz kapitola kopírovat




ସିଫନୀୟ 2:11

Následuj nás:

Reklamy


Reklamy