ସିଫନୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି। Viz kapitolaଓଡିଆ ବାଇବେଲ14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି। Viz kapitolaପବିତ୍ର ବାଇବଲ14 ତା'ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ। Viz kapitola |