ସିଫନୀୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ତୁମ୍ଭର ଦଣ୍ତସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Viz kapitolaଓଡିଆ ବାଇବେଲ15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। Viz kapitolaପବିତ୍ର ବାଇବଲ15 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ। ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ। Viz kapitola |