ସିଫନୀୟ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେସମସ୍ତଙ୍କ ପ୍ରତି ସେସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଛୋଟୀକୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା। Viz kapitolaଓଡିଆ ବାଇବେଲ19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା। Viz kapitolaପବିତ୍ର ବାଇବଲ19 ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା। ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ। Viz kapitola |