ସିଫନୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ଵରଙ୍କ ନିକଟକୁ ଆସିଲା ନାହିଁ। Viz kapitolaଓଡିଆ ବାଇବେଲ2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Viz kapitolaପବିତ୍ର ବାଇବଲ2 ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସେମାନେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ଯିରୁଶାଲମ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖିଲା ନାହିଁ। ସେମାନେ ତାଙ୍କ ପରମେଶ୍ୱରଙ୍କ ସନ୍ନିକଟକୁ ଗଲେ ନାହିଁ। Viz kapitola |