୧ମ କରନ୍ତିୟ 1:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ । Viz kapitola |