୧ ମ ଜଅନ୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । Viz kapitola |