୧ ମ ଜଅନ୍ 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ । Viz kapitola |