୧ ମ ପିତର୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ । Viz kapitola |