୧ ମ ପିତର୍ 5:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତମର୍ ମଣ୍ଡଲିର୍ ପାର୍ଚିନ୍ମନ୍କେ ଗଟେକ୍ ବିସଇ କଇବାକେ ମୁଇ ମନ୍ କଲିନି । କାଇକେବଇଲେ ମୁଇ ମିସା ଗଟେକ୍ ପାର୍ଚିନ୍ । କିରିସ୍ଟ ଦୁକ୍କସ୍ଟ ମୁରଚ୍ଲାଟା ମୁଇ ଦେକିଆଚି । ଆରି ତାର୍ ଡାକ୍ପୁଟା ଜାନାଇବା ଦିନେ ମୁଇ ମିସା ତେଇ ମିସ୍ବି । ମୁଇ ତମ୍କେ ବାବୁଜିଆ କଲିନି, Viz kapitola |