୧ ତେସଲନିକିୟ 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ । Viz kapitola |