୧ ତେସଲନିକିୟ 4:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି । Viz kapitola |