୨ୟ କରନ୍ତିୟ 10:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତମେ କିରିସ୍ଟର୍ ଆଦେସ୍ ସବୁ ମାନ୍ଲାଟା ଦେକାଇଲା ପଚେ, ତେଇ ରଇବା ଜେତ୍କି ସବୁ ବିସ୍ବାସିମନ୍, ଜନ୍ଲକ୍ମନ୍ କି ତାର୍ ଆଦେସ୍ ମାନ୍ବାକେ ମନ୍ କରତ୍ ନାଇ, ସେମନ୍କେ ଡଣ୍ଡ୍ ଦେବାକେ ଆମେ ଜାଗ୍ରତ୍ ଅଇକରି ରଇବୁ । Viz kapitola |