୨ୟ କରନ୍ତିୟ 11:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ପୁର୍ବେ ମୁଇ ଦାମାସ୍କାସେ ରଇଲା ବେଲେ ରାଜା ଆରେତାସରର୍ ତଲେ ଗଟେକ୍ ସାସନ୍ କାରିଆ ରଇଲା । ସେ ସଅର୍ ସନ୍ଦି ଜାଗ୍ବାକେ ତାର୍ ସନିଅମନ୍କେ କଇଲା । ଜେନ୍ତାରି କି ଜେଡେବେଲେ ମୁଇ ସେ ସଅରେ ବାରଇତି, ସେମନ୍ ମକେ ଦାର୍ତାଇ । Viz kapitola |