୨ୟ କରନ୍ତିୟ 2:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 କେତେକ୍ ଲକ୍ମନ୍ ପର୍ମେସରର୍ ବାକିଅ ବେବାର୍ କର୍ତେରଇବା ଜିନିସ୍ ପାରା ବାଇବାଇ, ମାତର୍ ଆମେ ସେନ୍ତାର୍ ନାଇ । କାଇକେବଇଲେ ପର୍ମେସର୍ ଆମ୍କେ ପାଟାଇଆଚେ । କିରିସ୍ଟର୍ ଗତିଦାଙ୍ଗ୍ଡା ଇସାବେ, ଆମେ ତାର୍ ମୁଆଟେ ସତ୍ ବାକିଅ ଜାନାଇବୁ । Viz kapitola |