୨ୟ କରନ୍ତିୟ 4:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏ ଜଗତର୍ କାରାପ୍ ସାସନ୍କାରିଆ ତାକର୍ ମନ୍ ଆନ୍ଦାର୍ କରି ଦେଇଆଚେ ଜେ, ସେମନ୍ ବିସ୍ବାସ୍ କରତ୍ ନାଇ । ଜନ୍ ଉଜଲ୍ ତାକର୍ ଉପ୍ରେ ଉଜଲ୍ ଦେଲାନି, ସେଟା ନ ଦେକ୍ବାକେ ସେ ଆଗ୍ଟିଦେଲାନି । କିରିସ୍ଟର୍ ମଇମାର୍ ଉଜଲ୍ ତାର୍ ସୁବ୍କବରେଅନି ଆଇସି । କିରିସ୍ଟ ସମାନ୍ ପର୍ମେସରର୍ ପାରାସେ ଆଚେ । Viz kapitola |