୨ୟ କରନ୍ତିୟ 7:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ତିତସ୍ ତମର୍ଟାନେ ନ ଆଇବା ଆଗ୍ତୁ, ମୁଇ ତମର୍ ବିସଇ ବଡ୍ପନ୍ ଅଇକରି ତାକେ କଇରଇଲି । ସେ ତମର୍ଟାନେ ଆଇଲାକେ ମୁଇ ବଡ୍ପନ୍ ଅଇକରି ସବୁ କଇଲାଟା ସତ୍ ବଲି ଜାନ୍ଲା । ତମେ ମକେ ଲାଜ୍ କରାସ୍ ନାଇ । ମୁଇ ତମ୍କେ ଜାଇଟା ସବୁ କଇଲି ଆଚି, ସେଟା ସତ୍ । ଆରି ତିତସ୍କେ ଜାଇଟା କଇରଇଲି ସେଟା ମିସା ସତ୍ ବଲି ଜାନାପଡ୍ଲାନି । Viz kapitola |