୨ ୟ ଜଅନ୍ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 କାଇକେ ବଇଲେ ମୁଇ ଏନ୍ତିବଲି କଇଲିନିଜେ ସତ୍ ନ ରଇବା ବିସଇ ସିକାଇକରି ଲକ୍ମନ୍କେ ନାଡାଇବା ବେସି ଲକ୍ ଗୁଲାଇବାଟେ ଆଚତ୍ । ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆସେନାଇ ବଲି ସେମନ୍ କଇବାଇ । ଜଦି କେ ମିସା ସେନ୍ତାରି କଇଲେ, ସେ ଲକ୍ମନ୍କେ ନାଡାଇବା କିରିସ୍ଟର୍ ବିରଦି । Viz kapitola |