୨ ୟ ପିତର୍ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆମେ ନିଜେ ଆଁକିସଙ୍ଗ୍ ତାର୍ ମଇମା ଦେକ୍ଲୁ । ବାବା ପର୍ମେସର୍ ତାକେ ଡାକ୍ପୁଟା କରି ମଇମା ଦେଲାବେଲେ ଆମେ ତେଇ ରଇଲୁ । ସେ ନିଜେ ସବୁର୍ଟାନେଅନି ମଇମାର୍ ପର୍ମେସର୍ କଇରଇଲା “ଏଟା ମର୍ ଆଲାଦର୍ ପ, ତାର୍ଟାନେ ମୁଇ ବେସି ସାର୍ଦା ।” Viz kapitola |