୨ ତେସଲନିକିୟ 1:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତମ୍କେ ଜେନ୍ତି ଜିଉନା କାଉନା କର୍ବାପାଇ ପର୍ମେସର୍ ବାଚ୍ଲା ଆଚେ, ସେନ୍ତାରି ଚଲାଚଲ୍ତି କରାଇବାକେ ଆମେ ପର୍ମେସର୍କେ ଗୁଆରି କଲୁନି । ସେ ତାର୍ ବପୁସଙ୍ଗ୍ ସବୁ ଆସା କର୍ବା ସତ୍ ପୁରାପୁରୁନ୍ କରି ତମର୍ ବିସ୍ବାସ୍ ଡାଁଟ୍ କର । ସେଟାର୍ପାଇ ଆମେ ସବୁବେଲେ ତମର୍ଲାଗି ପାର୍ତନା କଲୁନି । Viz kapitola |