୨ୟ ତିମତି 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା । Viz kapitola |