୨ୟ ତିମତି 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି । Viz kapitola |