୨ୟ ତିମତି 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 କାଇକେବଇଲେ ଲକ୍ମନ୍ ନିଜେ ଆଲାଦ୍ ଅଇକରି ବିନ୍ ଲକ୍କେ ଆଲାଦ୍ ନ କରତ୍ । ସେମନ୍ ଡାବୁକାସୁ ଆସାକର୍ବା ଲକ୍, ନିଜର୍ ବିସଇଟାନେ ବଡ୍ପନ୍ ଅଇବା ଲକ୍, ବିନ୍ ଲକ୍କେ ନିନ୍ଦା କର୍ବା ଲକ୍, ତାକର୍ ଆୟା ବାବାର୍ କାତା ନ ମାନ୍ବା ଲକ୍, ଦନିଅବାଦ୍ ଦେବାଟା ପାସର୍ବା ଲକ୍, ପର୍ମେସରର୍ ବିସଇକେ ସନ୍ମାନ୍ ନ ଦେବା ଲକ୍, Viz kapitola |