ପେରିତ୍ 11:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜିରୁସାଲେମର୍ ଲକ୍ମନ୍ ତିପାନ୍କେ ମରାଇଲାପଚେ ବିସ୍ବାସିମନ୍କେ ତାଡ୍ନା ଦେଲାଇ । ତେଇଅନି କେତେଲକ୍ ଚିନ୍ବିନ୍ ଅଇଗାଲାଇ । ସେମନ୍, ପିନିସିଆ, ସାଇପରସ୍ ଆରି ଆନ୍ଟିଅକ୍ ଟାନେ ଜାଇ ଅବ୍କା ଜିଉଦିମନ୍କେସେ ସୁବ୍ କବର୍ ଜାନାଇଲାଇ । Viz kapitola |