ପେରିତ୍ 11:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ । Viz kapitola |