ପେରିତ୍ 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ । Viz kapitola |