ଏବ୍ରି 10:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ । Viz kapitola |