ଏବ୍ରି 11:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ତାର୍ ବିସ୍ବାସର୍ ଲାଗି ସେ ନିସ୍ତାର୍ ପରବ୍ ମାନ୍ଲା ଆରି ଇସ୍ରାଏଲ୍ ଲକ୍ମନର୍ ରଇବା ଗରର୍ କାପାଟେ, ଗଟେକ୍ ମେଣ୍ଡାପିଲାର୍ ବନି ଚିଚ୍ବାକେ ଆଦେସ୍ ଦେଲା । ସେ ଏନ୍ତାରି କଲାକେ ପର୍ମେସରର୍ ଦୁତ୍ ଇସ୍ରାଏଲ୍ ଲକ୍ମନର୍ ପଣୁଆ ପିଲାମନ୍କେ ମରାଏ ନାଇ । Viz kapitola |