ଏବ୍ରି 12:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଜନ୍ଟା ତମ୍କେ ପର୍ମେସର୍ କଇଲାନି, ନ ସୁନ୍ଲା ଲକର୍ପାରା ଉଆ ନାଇ । କାଇକେବଇଲେ ପର୍ମେସରର୍ କାତା ନ ମାନ୍ଲାକେ ଆମର୍ ଆନିଦାଦିମନ୍ ସିନୟ ପର୍ବତେ ଡଣ୍ଡ୍ ପାଇରଇଲାଇ । ଜନ୍ ଲକ୍ ଆମ୍କେ ସର୍ଗେଅନି କଇଲାନି, ସେ କାତା ଆମେ ନ ସୁନିକରି ଏଲାକଲେ, କେତେକ୍ ଅଦିକ୍ ଡଣ୍ଡ୍ ପାଇବୁ ? Viz kapitola |