ଏବ୍ରି 5:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ । Viz kapitola |