ଏବ୍ରି 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା । Viz kapitola |