ଏବ୍ରି 7:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ବିନ୍ ବଡ୍ ପୁଜାରି ମନ୍ ସବୁଦିନ୍ ପର୍ମେସରର୍ଟାନେ ଦିନ୍କେ ବଲି ଦେବାର୍ ଆଚେ । ତାର୍ପଚେ ସେମନ୍ ଲକ୍ମନର୍ ପାପର୍ପାଇ ମିସା ବଲି ଦେବାର୍ ଆଚେ । ମାତର୍ ଜିସୁ ଏନ୍ତାରି ନାଇ । ସେ ସବୁଲକର୍ ପାଇ ମିସ୍ତେ ଗଟେକ୍ତର୍ସେ ବଲି ଅଇଲା ଆଚେ । ତାର୍ ସେ ମରନ୍ ସବୁଦିନର୍ପାଇ ଅଇସି । Viz kapitola |