ଏବ୍ରି 7:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 କାଇକେବଇଲେ ମସାର୍ ନିୟମ୍ ଇସାବେ, ଜନ୍ଲକ୍ ବଡ୍ ପୁଜାରି ପଦ୍ପାଇରଇସି, ସେମନ୍କେ ମିସା ପାପ୍ ରଇସି । ମାତର୍ ଜନ୍ଟା ପର୍ମେସର୍ ଗଟେକ୍ ସପତ୍ କରି କାତା ଦେଇରଇଲା, ସେଟା ନିୟମ୍ ପଚେ ଆଇଲା । ଜନ୍ ଲକ୍ ବାଚାଇଅଇରଇଲା, ତାର୍ ପଅ ରଇଲା । ସେ ସବୁଦିନର୍ପାଇ କାଇ ପାପ୍ ନ ରଇବା ପୁଜାରି ଅଇଆଚେ । Viz kapitola |