ଏବ୍ରି 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମାତର୍ ଆମେ ଜେତ୍କିଲକ୍ ସବୁର୍ତେଇଅନି ବଡିଆ ବିସଇ ପାଇଆଚୁ, କିରିସ୍ଟ ଆମର୍ ବଡ୍ ପୁଜାରି ଅଇ ଆଇଲା ଆଚେ । ସେ ସେବା କର୍ବା ଜାଗାର୍ ତୁମ୍ ଲଗେ ରଇବା ଅଦିକ୍ ସୁକଲ୍ ଜାଗାଇଅନି ଅଦିକ୍ ମୁଲିଅ ରଇଲାଟା ଆରି ଅଦିକ୍ ସିଦ୍ ଆଚେ । କାଇକେବଇଲେ ସେଟା ଲକ୍ମନ୍ ତିଆର୍ କଲାଟା ନଏଁ, କି ଏ ନସିଜିବା ଜଗତର୍ଟା ମିସା ନଏଁ । Viz kapitola |