ଜାକୁବ 2:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି ? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି । Viz kapitola |