ଜାକୁବ 3:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି । Viz kapitola |