ଜାକୁବ 4:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି । Viz kapitola |