ଜିଉଦା 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ । Viz kapitola |