ଲୁକ୍ 13:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଆରି ସେ ତମ୍କେ ପାଟାଇଦେବା ଜାଗାଇଅନି ଅବ୍ରାଆମ୍ ଇସାକ୍, ଜାକୁବ୍, ଆରି ପର୍ମେସରର୍ ଟାନେଅନି ଆସି ରଇଲା ବବିସତ୍ ବକ୍ତାମନ୍ ରଇବାଟା ଦେକ୍ସା । ମାତର୍ ପର୍ମେସର୍ ତାର୍ ରାଇଜେ ତମ୍କେ ଜାଗା ନ ଦେଏ । ଜେଡେବଲ୍ ଏଟା ଅଇସି, ସେ ବେଲା ସେଟା ଦେକି, ତମେ କାଇକାଇ କାରାପ୍ କାମ୍ମନ୍ କରି ରଇଲାସ୍ ସେଟା ସବୁ ଏତାଇ କରି ମାରିଚପିଅଇ କାନ୍ଦ୍ସା ଆରି ଦାତ୍ ମୁଣ୍ଡ୍ କାତ୍ରି ଅଇସା । Viz kapitola |