ଲୁକ୍ 2:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଆରି ସିମିୟନ୍ ସେଲକ୍କେ ଆସିର୍ବାଦ୍ ଦେଇ ଜିସୁର୍ ମାକେ କଇଲା, “ଏ ପିଲା ଇସ୍ରାଏଲ୍ ଦେସର୍ କେତେ କେତେ ଲକ୍ ଉବଜ୍ବାଟା ଆରି କେତେ କେତେ ଲକ୍ ବୁଡିଜିବାର୍ପାଇ ବଲି ପର୍ମେସର୍ ବାଚି ପାଟାଇଲା ଲକ୍ ଅଇସି । କେତେ କେତେ ଲକ୍ମନ୍ ତାର୍ ବିରୁଦେ କଇବା, ଗଟେକ୍ ଚିନ୍ ପାରା ଅଇସି । Viz kapitola |