ଲୁକ୍ 4:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।” Viz kapitola |